Online Bible

- Reklamy -




ମାଥିଉ 13:26 - ପବିତ୍ର ବାଇବଲ

26 ଗହମ ଗଛ ବଢ଼ିଲା ଓ ସେଥିରେ କେଣ୍ଡା ଫଳିଲା। ସେତିକି ବେଳକୁ ବାଳୁଙ୍ଗା ବି ଦେଖାଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା।

Viz kapitola kopírovat

ଓଡିଆ ବାଇବେଲ

26 ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା,ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ଯେତେବେଳେ ଗଛସବୁ ବଢ଼ି କେଣ୍ଡା ବାହାରିଲା, ମଝିରେ ବାଳୁଙ୍ଗା ଦେଖାଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା।

Viz kapitola kopírovat




ମାଥିଉ 13:26

Následuj nás:

Reklamy


Reklamy