ମାଥିଉ 13:27 - ପବିତ୍ର ବାଇବଲ27 ସେହି ବ୍ୟକ୍ତିର ଗ୍ଭକରମାନେ ଆସିଲେ ଓ ଜମି ମାଲିକକୁ କହିଲେ, ‘ତୁମ୍ଭେ ତ ଜମିରେ ଭଲ ବୀଜ ବୁଣିଥିଲ, ତେବେ ଏତେ ବାଳୁଙ୍ଗା କେମିତି ଉଠିଲା?’ Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେଥିରେ ଗୃହକର୍ତ୍ତାଙ୍କ ଦାସମାନେ ତାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା? Viz kapitolaଓଡିଆ ବାଇବେଲ27 ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କ'ଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ ? ତେବେ ବାଳୁଙ୍ଗାଗୁଡ଼ିକ କେଉଁଠାରୁ ହେଲା ? Viz kapitolaପବିତ୍ର ବାଇବଲ (CL) NT (BSI)27 ସେହି ଲୋକର ହଳିଆମାନେ ଆସି କହିଲେ, ‘ଆ , ଆପଣ ତ କ୍ଷେତରେ ଭଲ ମଞ୍ଜି ବୁଣିଥିଲେ, ବାଳୁଙ୍ଗାଗୁଡା କୁଆଡ଼ୁ ଆସିଲା?’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ, ‘ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା?’ Viz kapitola |