Online Bible

- Reklamy -




ମାଥିଉ 13:28 - ପବିତ୍ର ବାଇବଲ

28 “ସେ ସେମାନଙ୍କୁ କହିଲେ, ‘ଏହା କୌଣସି ଶତ୍ରୁର କାର୍ଯ୍ୟ।’ “ଗ୍ଭକରମାନେ ପଗ୍ଭରିଲେ, ‘ଆମ୍ଭେ ଯାଇ ବାଳୁଙ୍ଗାତକ ଉପାଡ଼ି ଦେଉ ବୋଲି ଆପଣ ଗ୍ଭହାନ୍ତି କି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି। ପୁଣି, ଦାସମାନେ ତାଙ୍କୁ କହିଲେ, ତେବେ ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?

Viz kapitola kopírovat

ଓଡିଆ ବାଇବେଲ

28 ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କ'ଣ ଆପଣଙ୍କର ଇଚ୍ଛା ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 “ଜମି ମାଲିକ କହିଲେ, ‘ଜଣେ ଶତ୍ରୁ ଏହା କରିଛି।’ ସେମାନେ ପଚାରିଲେ, ‘ତେବେ ଆମେ ଯାଇ ସେଗୁଡ଼ାକୁ କ’ଣ ଉପାଡ଼ି ଦେବା?’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେ ସେମାନଙ୍କୁ କହିଲେ, ‘ଜଣେ ଶତ୍ରୁ ଏହା କରିଅଛି।’ ପୁଣି, ଦାସମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା?

Viz kapitola kopírovat




ମାଥିଉ 13:28

Následuj nás:

Reklamy


Reklamy