ମାଥିଉ 13:29 - ପବିତ୍ର ବାଇବଲ29 “କ୍ଷେତମାଲିକ ସେମାନଙ୍କୁ ମନାକରି କହିଲେ, ‘ତୁମ୍ଭେମାନେ ବାଳୁଙ୍ଗା ଉପାଡ଼ିଲା ବେଳେ ତା’ ସହିତ ଗହମ ମଧ୍ୟ ଉପାଡ଼ି ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ସେ କହିଲେ, ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁକରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ। Viz kapitolaଓଡିଆ ବାଇବେଲ29 କିନ୍ତୁ ସେ କହିଲେ, ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁ କରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ । Viz kapitolaପବିତ୍ର ବାଇବଲ (CL) NT (BSI)29 ମାଲିକ କହିଲେ, ‘ନା, ବାଳୁଙ୍ଗା ଉପାଡ଼ିବା ବେଳେ ହୁଏତ ଗହମ ଗଛ ଉପୁଡ଼ିଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ସେ କହିଲେ, ‘ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁ କରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ। Viz kapitola |