ମାଥିଉ 13:3 - ପବିତ୍ର ବାଇବଲ3 ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ, “ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଅନେକ କଥା କହିଲେ, ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା। Viz kapitolaଓଡିଆ ବାଇବେଲ3 ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା । Viz kapitolaପବିତ୍ର ବାଇବଲ (CL) NT (BSI)3 ସେ ଗଳ୍ପ ଛଳରେ ସେମାନଙ୍କୁ ଅନେକ କଥା ଶିକ୍ଷା ଦେଲେ। ସେ କହିଲେ, “ଥରେ ଜଣେ ଲୋକ ବିହନ ବୁଣିବାକୁ ବାହିରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା। Viz kapitola |