Online Bible

- Reklamy -




ମାଥିଉ 13:34 - ପବିତ୍ର ବାଇବଲ

34 ଯୀଶୁ ସବୁକିଛି କାହାଣୀ ମାଧ୍ୟମରେ କହୁଥିଲେ। ବାସ୍ତବରେ ସେ ସେମାନଙ୍କୁ କାହାଣୀ ମାଧ୍ୟମ ଛଡ଼ା କିଛି କହୁ ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଏହିସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ଲୋକ-ସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,

Viz kapitola kopírovat

ଓଡିଆ ବାଇବେଲ

34 ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 ଯୀଶୁ ଏହିପରି ଦୃଷ୍ଟାନ୍ତ ଦେଇ ଶିକ୍ଷା ଦେଉଥିଲେ। ଦୃଷ୍ଟାନ୍ତ ନ ଦେଇ ସେ କୌଣସି ଶିକ୍ଷା ଦେଉ ନ ଥଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,

Viz kapitola kopírovat




ମାଥିଉ 13:34

Následuj nás:

Reklamy


Reklamy