ମାଥିଉ 13:35 - ପବିତ୍ର ବାଇବଲ35 ପରମେଶ୍ୱର ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଏହା ହେଉଥିଲା। ପରମେଶ୍ୱର କହିଥିଲେ: “ମୁଁ କାହାଣୀ ଦ୍ୱାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହୋଇ ରହିଛି, ସେଗୁଡ଼ିକ ମୁଁ ପ୍ରକାଶ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ଯେପରି ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ଵାରା କଥା କହିବା, ଜଗତର ପତ୍ତନାବଧି ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା। Viz kapitolaଓଡିଆ ବାଇବେଲ35 ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା । Viz kapitolaପବିତ୍ର ବାଇବଲ (CL) NT (BSI)35 ଏହା ଦ୍ୱାରା ଭାବବାଦୀଙ୍କର ଏହି ଭବିଷ୍ୟବାଣୀ ସଫଳ ହେଲା। “ମୁଁ ଦୃଷ୍ଟାନ୍ତ ଛଳରେ ସେମାନଙ୍କ ସହିତ କଥା କହିବି। ସୃଷ୍ଟି ଆରମ୍ଭରୁ ଅଜଣା ଥିବା ସବୁ କଥା ଏହିପରି ମୁଁ ସେମାନଙ୍କୁ ବୁଝାଇବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା। Viz kapitola |