Online Bible

- Reklamy -




ମାଥିଉ 13:37 - ପବିତ୍ର ବାଇବଲ

37 ଯୀଶୁ କହିଲେ, “ଯେଉଁ ଲୋକ ଜଣକ କ୍ଷେତରେ ଭଲ ବୀଜ ବୁଣିଲେ, ସେ ହେଉଛନ୍ତି ମନୁଷ୍ୟପୁତ୍ର

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଯୀଶୁ ଉତ୍ତର ଦେଲେ, ଉତ୍ତମ ବିହନ ଯେ ବୁଣନ୍ତି, ସେ ମନୁଷ୍ୟପୁତ୍ର;

Viz kapitola kopírovat

ଓଡିଆ ବାଇବେଲ

37 ସେ ଉତ୍ତର ଦେଲେ, ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ଯୀଶୁ ଉତ୍ତର ଦେଲେ, “ଯେଉଁ ଲୋକ ଭଲ ବିହନ ବୁଣିଲା, ସେ ମନୁଷ୍ୟପୁତ୍ର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେ ଉତ୍ତର ଦେଲେ, “ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର;

Viz kapitola kopírovat




ମାଥିଉ 13:37

Následuj nás:

Reklamy


Reklamy