ମାଥିଉ 13:39 - ପବିତ୍ର ବାଇବଲ39 ଯେଉଁ ଶତ୍ରୁ ଜଣକ ବାଳୁଙ୍ଗା ବୁଣି ଦେଇଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ କଟାଳୀ ହେଉଛନ୍ତି ସ୍ୱର୍ଗଦୂତମାନେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି କଟାଳିସବୁ ଦୂତମାନେ। Viz kapitolaଓଡିଆ ବାଇବେଲ39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ । Viz kapitolaପବିତ୍ର ବାଇବଲ (CL) NT (BSI)39 ଯେଉଁ ଶତ୍ରୁ ବାଳୁଙ୍ଗା ବୁଣିଲା, ସେ ଶୟତାନ। ଅମଳ ସମୟ ହେଉଛି ଯୁଗାନ୍ତ କାଳ। ଶସ୍ୟକଟାଳୀମାନେ ହେଉଛନ୍ତ ସ୍ୱର୍ଗଦୂତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ। Viz kapitola |