ମାଥିଉ 13:40 - ପବିତ୍ର ବାଇବଲ40 “ଯେପରି ବାଳୁଙ୍ଗାକୁ ଏକାଠି କରାହେଲା ଓ ନିଆଁରେ ପୋଡ଼ି ଦିଆଗଲା, ଠିକ୍ ସେହିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ, ଯୁଗା; ସମୟରେ ସେପରି ଘଟିବ। Viz kapitolaଓଡିଆ ବାଇବେଲ40 ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ । Viz kapitolaପବିତ୍ର ବାଇବଲ (CL) NT (BSI)40 ବାଳୁଙ୍ଗାଗୁଡ଼ିକ ଯେପରି କଟା ହୋଇ ପୋଡ଼ା ହେଲା, ଯୁଗାନ୍ତ କାଳରେ ସେହିପରି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ। Viz kapitola |