Online Bible

- Reklamy -




ମାଥିଉ 13:42 - ପବିତ୍ର ବାଇବଲ

42 ସ୍ୱର୍ଗଦୂତମାନେ ସେହି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ନିକ୍ଷେପ କରିବେ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।

Viz kapitola kopírovat

ଓଡିଆ ବାଇବେଲ

42 ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

42 ସେମାନେ ଏ ସମସ୍ତଙ୍କୁ ଜ୍ୱଳନ୍ତ ଅଗ୍ନିରେ ନକ୍ଷେପ କରିବେ। ସେଠାରେ ଏହି ଲୋକମାନେ କାନ୍ଦିବେ ଓ କଷ୍ଟରେ ଦାନ୍ତ କଡ଼ମଡ଼ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।

Viz kapitola kopírovat




ମାଥିଉ 13:42

Následuj nás:

Reklamy


Reklamy