ମାଥିଉ 13:43 - ପବିତ୍ର ବାଇବଲ43 ଯେତେବେଳେ ଧାର୍ମିକ ଲୋକମାନେ ସୂର୍ଯ୍ୟ ଭଳି ପ୍ରକାଶମାନ ହେବେ। ସେମାନେ ତାହାଙ୍କ ପରମପିତାଙ୍କ ରାଜ୍ୟରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ। Viz kapitolaଓଡିଆ ବାଇବେଲ43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ । Viz kapitolaପବିତ୍ର ବାଇବଲ (CL) NT (BSI)43 ସେହି ସମୟରେ ଈଶ୍ୱରଙ୍କ ଭକ୍ତମାନେ ସ୍ୱର୍ଗରାଜ୍ୟରେ ସୂର୍ଯ୍ୟପରି ତେଜସ୍କର ହେବେ। ଶୁଣିବା ପାଇଁ ଆଗ୍ରହ ଥିଲେ କାନ ଦେଇ ଶଉଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।” Viz kapitola |