Online Bible

- Reklamy -




ମାଥିଉ 13:47 - ପବିତ୍ର ବାଇବଲ

47 “ସ୍ୱର୍ଗରାଜ୍ୟ ମଧ୍ୟ ହ୍ରଦରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥିରେ ବିଭିନ୍ନ ପ୍ରକାରର ମାଛ ଧରା ପଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 ପୁନଶ୍ଚ ସ୍ଵର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣାଜାଲ ସଦୃଶ।

Viz kapitola kopírovat

ଓଡିଆ ବାଇବେଲ

47 ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

47 “ସ୍ୱର୍ଗରାଜ୍ୟ ଗୋଟିଏ ମାଛ ଧରା ଜାଳ ପରି। କେଉଟମାନେ ହ୍ରଦରେ ଜାଳ ପକାଇ ନାନା ଜାତିର ମାଛ ଧରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 “ପୁନଶ୍ଚ, ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ।

Viz kapitola kopírovat




ମାଥିଉ 13:47

Následuj nás:

Reklamy


Reklamy