ମାଥିଉ 13:5 - ପବିତ୍ର ବାଇବଲ5 ଆଉ କିଛି ବୀଜ ପଥୁରିଆ ଜାଗାରେ ପଡ଼ିଗଲା, ସେଠାରେ ଯଥେଷ୍ଟ ମାଟି ନ ଥିଲା, ମାଟି ଗଭୀରିଆ ନ ଥିବାରୁ ବୀଜରୁ ଖୁବ୍ ଶୀଘ୍ର ଗଜା ବାହାରି ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, Viz kapitolaଓଡିଆ ବାଇବେଲ5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, Viz kapitolaପବିତ୍ର ବାଇବଲ (CL) NT (BSI)5 ଆଉ କେତେ ବରଜ ଅତି ଅଳ୍ପ ମାଟି ବହଳ ନ ଥିବାରୁ ବୀଜ ଶୀଘ୍ର ଅଙ୍କୁରିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, Viz kapitola |