Online Bible

- Reklamy -




ମାଥିଉ 13:50 - ପବିତ୍ର ବାଇବଲ

50 ସ୍ୱର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କେବଳ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ପକାଇଦେବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।

Viz kapitola kopírovat

ଓଡିଆ ବାଇବେଲ

50 ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

50 ସେଠାରେ ସେମାନେ କ୍ରନ୍ଦନ ରୋଳ କରି କଷ୍ଟରେ ଦାନ୍ତ କଡ଼ମଡ଼ କରିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”

Viz kapitola kopírovat




ମାଥିଉ 13:50

Následuj nás:

Reklamy


Reklamy