Online Bible

- Reklamy -




ମାଥିଉ 13:52 - ପବିତ୍ର ବାଇବଲ

52 ତା'ପରେ ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ବିଷୟରେ ଜାଣିଥିବା ପ୍ରତ୍ୟେକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି, ଯେ କି ଭଣ୍ଡାରରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

52 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।

Viz kapitola kopírovat

ଓଡିଆ ବାଇବେଲ

52 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

52 ଯୀଶୁ ସେମାନଙ୍କୁ କହିଲେ, “ଯେପରି ଜଣେ ଗୃହସ୍ଥ ତା’ର ଭଣ୍ଡାର ଘରୁ ଆବଶ୍ୟକ ଅନୁସରେ ନୂତନ ଓ ପୁରାତନ ଦ୍ରବ୍ୟ ବାହାର କରେ, ସ୍ୱର୍ଗରାଜ୍ୟ ପାଇଁ ତାଲିମ ପାଇଥିବା ଜଣେ ଧର୍ମଗୁରୁ ଠିକ୍ ସେହିପରେ କରେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”

Viz kapitola kopírovat




ମାଥିଉ 13:52

Následuj nás:

Reklamy


Reklamy