Online Bible

- Reklamy -




ମାଥିଉ 13:55 - ପବିତ୍ର ବାଇବଲ

55 ଏ ତ ସେହି ବଢ଼େଇର ପୁଅ। ତାହାଙ୍କର ମାଙ୍କ ନାମ ତ ମରିୟମ ଏବଂ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ତ ଏହାର ଭାଇମାନେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

55 ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାଁ କଅଣ ମରୀୟମ ନୁହେଁ? ପୁଣି ଏହାର ଭାଇମାନଙ୍କ ନାଁ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୁଦା ନୁହେଁ?

Viz kapitola kopírovat

ଓଡିଆ ବାଇବେଲ

55 ଏ କି ସେହି ବଢ଼େଇର ପୁଅ ନୁହେଁ ? ଏହାର ମାଁ ନାମ କ'ଣ ମରିୟମ ନୁହେଁ ? ପୁଣି, ଏହାର ଭାଇମାନଙ୍କ ନାଁ କ'ଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

55 ଏ କ’ଣ ସେ ବଢ଼େଥର ପୁଅ ନୁହଁନ୍ତି? ମରିୟମ କ’ଣ ତାଙ୍କର ମାଆ ନୁହଁନ୍ତି? ଯାକୁବ କ’ଣ ତାଙ୍କର ଭାଇ ନୁହଁନ୍ତି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ?

Viz kapitola kopírovat




ମାଥିଉ 13:55

Následuj nás:

Reklamy


Reklamy