ମାଥିଉ 13:56 - ପବିତ୍ର ବାଇବଲ56 ତା'ର ସବୁ ଭଉଣୀମାନେ ତ ଆମ୍ଭ ସହିତ ଏଠାରେ ଅଛନ୍ତି। ତେବେ ଏସବୁ କହିବା ପାଇଁ ଜ୍ଞାନ ଓ ଶକ୍ତି ସେ କେଉଁଠାରୁ ପାଇଲା?” Viz kapitolaପବିତ୍ର ବାଇବଲ (Re-edited) - (BSI)56 ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? Viz kapitolaଓଡିଆ ବାଇବେଲ56 ଆଉ, ଏହାର ଭଉଣୀମାନେ କ'ଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ତେବେ ସେ ଏହି ସବୁ କେଉଁଠୁ ପାଇଲା ? Viz kapitolaପବିତ୍ର ବାଇବଲ (CL) NT (BSI)56 ତାଙ୍କର ଭଉଣୀମାନେ କ’ଣ ଏଠି ନାହାନ୍ତି? ଏସବୁ ଶକ୍ତି ସେ ପାଇଲେ କେଉଁଠୁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? Viz kapitola |