ମାଥିଉ 13:57 - ପବିତ୍ର ବାଇବଲ57 ସେହି ଲୋକମାନେ ଯୀଶୁଙ୍କୁ ସ୍ୱୀକାର କଲେ ନାହିଁ। ଯୀଶୁ ସେ ଲୋକମାନଙ୍କୁ କହିଲେ, “ଜଣେ ଭବିଷ୍ୟଦ୍ବକ୍ତାଙ୍କୁ ଲୋକେ ସମ୍ମାନ ଦିଅନ୍ତି, କିନ୍ତୁ ନିଜ ସହରରେ ଓ ତାହାଙ୍କ ନିଜ ପରିବାରରେ ଜଣେ ଭବିଷ୍ୟଦ୍ବକ୍ତା ସମ୍ମାନ ପାଏ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)57 ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ଵପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ। Viz kapitolaଓଡିଆ ବାଇବେଲ57 ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)57 ଏହା କହି ସେମାନେ ଯୀଶଉଙ୍କୁ ଉପେକ୍ଷା କଲେ। ଯୀଶୁ ସେମାନଙ୍କୁ କହିଲେ, “ଜଣେ ଭାବବାଦୀ ନିଜ ପରିବାର ଓ ଗ୍ରାମ ଛଡ଼ା ଅନ୍ୟ ସବୁଠାରେ ଆଦୃତ ହୁଅନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।” Viz kapitola |