ମାଥିଉ 13:58 - ପବିତ୍ର ବାଇବଲ58 ସେଠାକାର ଲୋକେ ଯୀଶୁଙ୍କ ଉପରେ ବିଶ୍ୱାସ କରି ପାରିଲେ ନାହିଁ, ତେଣୁ ଯୀଶୁ ସେଠାରେ ଅଧିକ ଆଶ୍ଚର୍ଯ୍ୟ କାର୍ଯ୍ୟ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)58 ଆଉ, ସେ ସେମାନଙ୍କର ଅବିଶ୍ଵାସ ହେତୁ ସେଠାରେ ଅନେକ ଶକ୍ତିର କାର୍ଯ୍ୟ କଲେ ନାହିଁ। Viz kapitolaଓଡିଆ ବାଇବେଲ58 ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)58 ସେମାନେ ତାଙ୍କୁ ବିଶ୍ୱାସ ନ କରିବାରୁ ସେ ସେଠାରେ ତାଙ୍କର ଅଲୌକିକ କାର୍ଯ୍ୟ ଆଉ ଅଧିକ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ। Viz kapitola |