Online Bible

- Reklamy -




ମାଥିଉ 13:6 - ପବିତ୍ର ବାଇବଲ

6 କିନ୍ତୁ ଯେତେବେଳେ ସୂର୍ଯ୍ୟ ଉପରକୁ ଉଠିଲା, ସେତେବେଳେ ଗଛ ଝାଉଁଳି ପଡ଼ିଲା। ତା'ର ଚେର ଗଭୀରକୁ ଯାଇ ପାରି ନ ଥିବାରୁ ଗଛଟି ଶୁଖି ମରିଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ସୂର୍ଯ୍ୟ ଉଠନ୍ତେ, ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।

Viz kapitola kopírovat

ଓଡିଆ ବାଇବେଲ

6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ତା’ର ମୂଳ ଗଭୀରକୁ ଯାଇ ନ ଥିବାରୁ ସୂର୍ଯ୍ୟ କିରଣରେ ତାହା ଶୁଖିଭଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।

Viz kapitola kopírovat




ମାଥିଉ 13:6

Následuj nás:

Reklamy


Reklamy