Online Bible

- Reklamy -




ମାଥିଉ 13:7 - ପବିତ୍ର ବାଇବଲ

7 ଆଉ କିଛି ବୀଜ କଣ୍ଟା ବୁଦାରେ ପଡ଼ିଗଲା। କଣ୍ଟାବୁଦା ବଢ଼ି ଯିବାରୁ ଗ୍ଭରା ଗଛକୁ ଗ୍ଭପି ଦେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା।

Viz kapitola kopírovat

ଓଡିଆ ବାଇବେଲ

7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବାଡ଼ହୋଇ ସେଗୁଡ଼ିକୁ ଚାପି ପକାଇଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 କେତେକ ବିହନ କଣ୍ଟା ବୁଦାରେ ପଡ଼ିଲା। ଏହି କଣ୍ଟାଗଛ ସବୁ ଚାରାଗୁଡ଼ିକୁ ଗ୍ରାସ କରି ପକାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା।

Viz kapitola kopírovat




ମାଥିଉ 13:7

Následuj nás:

Reklamy


Reklamy