Online Bible

- Reklamy -




ମାଥିଉ 13:8 - ପବିତ୍ର ବାଇବଲ

8 ଆଉ କିଛି ବୀଜ ଭଲ ମାଟି ଉପରେ ପଡ଼ିଲା ଓ ତାହା ବଢ଼ି ସେଥିରେ ଫଳ ଫଳିଲା। କେତେକ ଗଛରେ ଶହେ ଗୁଣ, କେତେକରେ ଷାଠିଏ ଗୁଣ ଓ ଆଉ କେତେକରେ ତିରିଶ୍ ଗୁଣ ଅଧିକ ଫଳିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ, କେତେକ ଷାଠିଏ ଗୁଣ, ପୁଣି କେତେକ ତିରିଶ ଗୁଣ।

Viz kapitola kopírovat

ଓଡିଆ ବାଇବେଲ

8 ମାତ୍ର ଅନ୍ୟ କେତେକ ଭଲ ଭୂଇଁ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶି ଗୁଣ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଆଉ କେତେ ବିହନ ଭଲ ଜମିରେ ପଡ଼ି ଗଛ ହୋଇ ଫଳ ଧରିଲା। କେତେ ଶହେ ଗୁଣ, କେତେ ଷାଠିଏ ଗୁଣ ଓ କେତେ ତିରିଶ ଗୁଣ ଫଳିଲା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ।

Viz kapitola kopírovat




ମାଥିଉ 13:8

Následuj nás:

Reklamy


Reklamy