Online Bible

- Reklamy -




ମାଥିଉ 14:20 - ପବିତ୍ର ବାଇବଲ

20 ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତୋଷ ଲାଭ କଲେ। ଲୋକେ ଖାଇସାରିବା ପରେ, ଶିଷ୍ୟମାନେ ବଳକା ଖାଦ୍ୟତକ ବାରଟି ଝୁଡ଼ିରେ ଭର୍ତ୍ତି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୋଟୀରୁ ଯାହା ବଳିଲା, ତାହା ସେମାନେ ଉଠାଇ ବାର ଟୋକାଇ ଭର୍ତ୍ତି କଲେ।

Viz kapitola kopírovat

ଓଡିଆ ବାଇବେଲ

20 ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ସମସ୍ତେ ଖାଇ ପରିତୃପ୍ତ ହେଲେ। ତା’ପରେ ଶିଷ୍ୟମାନେ ବଳି ପଡ଼ିଥିବା ରୋଟୀ ଓ ମାଛ ଖଣ୍ଡଗୁଡ଼ିକୁ ଉଠାଇ ବାରଟି ଟୋକେଇ ପୂର୍ଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।

Viz kapitola kopírovat




ମାଥିଉ 14:20

Následuj nás:

Reklamy


Reklamy