ମାଥିଉ 14:21 - ପବିତ୍ର ବାଇବଲ21 ସେଠାରେ ପ୍ରାୟ କେବଳ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା'ଛଡ଼ା ସ୍ତ୍ରୀଲୋକ ଓ ପିଲାମାନେ ମଧ୍ୟ ଖାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚହଜାର ପୁରୁଷ ଥିଲେ। Viz kapitolaଓଡିଆ ବାଇବେଲ21 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ସ୍ତ୍ରୀ ସ ପିଲାମାନଙ୍କୁ ଛାଡ଼ି ପାଞ୍ଚ ହଜାର ଲୋକ ଏହି ଖାଦ୍ୟ ଖଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। Viz kapitola |