ମାଥିଉ 14:26 - ପବିତ୍ର ବାଇବଲ26 ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସେମାନେ କୁହାକୁହି ହେଲେ, “ଏତ ଗୋଟିଏ ଭୂତ।” ସେମାନେ ଭୟରେ ଚିତ୍କାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ। Viz kapitolaଓଡିଆ ବାଇବେଲ26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)26 ସେମାନେ ତାଙ୍କୁ ଦେଖି ଭୟବିହ୍ୱଳ ହେଲେ। “ଭୂତ! ଭୂତ!” କହି ଭୟରେ ଚିତ୍କାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ। Viz kapitola |