ମାଥିଉ 14:27 - ପବିତ୍ର ବାଇବଲ27 ସଙ୍ଗେ ସଙ୍ଗେ ଯୀଶୁ ସେମାନଙ୍କୁ କହିଲେ, “ସାହସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ। Viz kapitolaଓଡିଆ ବାଇବେଲ27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ, ଭୟ କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)27 ସଙ୍ଗେ ସଙ୍ଗେ ଯୀଶୁ ସେମାନଙ୍କୁ ଅଭୟଦେଇ କହିଲେ, “ମୁଁ ପରା! ଭୟ କର ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।” Viz kapitola |