Online Bible

- Reklamy -




ମାଥିଉ 14:29 - ପବିତ୍ର ବାଇବଲ

29 ଯୀଶୁ କହିଲେ, “ଗ୍ଭଲି ଆସ।” ପିତର ଡଙ୍ଗାରୁ ବାହାରକୁ ଆସିଲେ, ସେ ପାଣି ଉପରେ ଗ୍ଭଲି ଯୀଶୁଙ୍କ ଆଡ଼କୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଯୀଶୁ କହିଲେ, ଆସ। ସେଥିରେ ପିତର ନୌକାରୁ ଓହ୍ଳାଇ ଜଳ ଉପରେ ଚାଲି ଯୀଶୁଙ୍କ ନିକଟକୁ ଗଲେ।

Viz kapitola kopírovat

ଓଡିଆ ବାଇବେଲ

29 ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଯୀଶୁ କହିଲେ, “ଚାଲି ଆସ।” ପିତର ନୌକରୁ ବାହାରି ଯୀଶଉଙ୍କ ଆଡ଼କୁ ପାଣି ଉପରେ ଚାଲିବାକୁ ଲାଗିଳେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।

Viz kapitola kopírovat




ମାଥିଉ 14:29

Následuj nás:

Reklamy


Reklamy