Online Bible

- Reklamy -




ମାଥିଉ 14:30 - ପବିତ୍ର ବାଇବଲ

30 ପିତର ଯୀଶୁଙ୍କ ଆଡ଼କୁ ପାଣି ଉପରେ ଗ୍ଭଲିକରି ଯାଉଥିବା ସମୟରେ ଜୋ‌ର୍‌‌ରେ ପବନ ବହୁଥିଲା, ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡ଼ି ଯିବାକୁ ଲାଗିଲେ। ସେ ପାଟି କରି ଡାକିଲେ, “ପ୍ରଭୁ, ମୋତେ ରକ୍ଷା କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 କିନ୍ତୁ ପବନ ଜୋରରେ ବହିବାକୁ ଦେଖି ଭୟ ପାଇଲେ ଏବଂ ପାଣଇରେ ବୁଡ଼ ଯିବାକୁ ଲାଗିଲେ। ତେଣୁ ସେ ଚିତ୍କାର କରି ଡାକିଲେ, “ପ୍ରଭୁ, ମୋତେ ରକ୍ଷା କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।

Viz kapitola kopírovat




ମାଥିଉ 14:30

Následuj nás:

Reklamy


Reklamy