ମାଥିଉ 14:33 - ପବିତ୍ର ବାଇବଲ33 ଯେଉଁମାନେ ଡଙ୍ଗା ଉପରେ ଥିଲେ, ସେମାନେ ଯୀଶୁଙ୍କୁ ପ୍ରଣାମ କଲେ ଓ କହିଲେ, “ପ୍ରକୃତରେ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ଵରଙ୍କ ପୁତ୍ର। Viz kapitolaଓଡିଆ ବାଇବେଲ33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର । Viz kapitolaପବିତ୍ର ବାଇବଲ (CL) NT (BSI)33 ଶିଷ୍ୟମାନେ ଯୀଶୁଙ୍କୁ ଆରାଧନା କରି କହିଲେ, “ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର। Viz kapitola |