ମାଥିଉ 14:35 - ପବିତ୍ର ବାଇବଲ35 ସେଠାକାର ଲୋକେ ଚିହ୍ନି ପାରିଲେ ଓ ଆଖପାଖ ଅଞ୍ଚଳକୁ ଯୀଶୁଙ୍କ ଆସିବା ଖବର ପଠାଇଲେ। ଲୋକେ ରୋଗୀଙ୍କୁ ତାହାଙ୍କ ପାଖକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ଵାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ; Viz kapitolaଓଡିଆ ବାଇବେଲ35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ; Viz kapitolaପବିତ୍ର ବାଇବଲ (CL) NT (BSI)35 ସେଠାକାର ଲୋକମାନେ ଯୀଶୁଙ୍କୁ ଚିହ୍ନିପାରି ଆଖପାଖ ଅଞ୍ଚଳରେ ଥିବା ରୋଗୀମାନଙ୍କୁ ଯୀଶୁଙ୍କ ନିକଟକୁ ଡାକି ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ; Viz kapitola |