ମାଥିଉ 14:36 - ପବିତ୍ର ବାଇବଲ36 ଲୋକମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ, ରୋଗୀମାନେ ଯେପରି ସୁସ୍ଥ ହୋଇଯାଆନ୍ତି, ସେଥିପାଇଁ ସେ ସେମାନଙ୍କୁ ତାହାଙ୍କୁ ବସ୍ତ୍ରର ଧାରଟି କେବଳ ଛୁଇଁବାକୁ ଅନୁମତି ଦିଅନ୍ତୁ। ଯେଉଁ ରୋଗୀମାନେ ତାହା ଛୁଇଁଲେ, ସେମାନେ ସମସ୍ତେ ସୁସ୍ଥ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅଁନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି ଯେତେ ଲୋକ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ। Viz kapitolaଓଡିଆ ବାଇବେଲ36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଧାର ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)36 ପୀଡ଼ିତମାନଙ୍କୁ ଅନ୍ତତଃ ତାଙ୍କ ପୋଷାକର ଧାର ସ୍ପର୍ଶ କରିବାକୁ ଅନୁମତି ଦିଅନ୍ତୁ ବୋଲି, ସେମାନେ ଯୀଶୁଙ୍କୁ ଅନୁରୋଧ ସୁସ୍ଥ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ। Viz kapitola |