Online Bible

- Reklamy -




ମାଥିଉ 14:6 - ପବିତ୍ର ବାଇବଲ

6 ହେରୋଦଙ୍କ ଜନ୍ମଦିନ ଅବସରରେ ହେରୋଦିଆଙ୍କ ଝିଅ, ହେରୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗରେ ନାଚିଲା। ଏଥିରେ ହେରୋଦ ବହୁତ ମୁ‌ଗ୍‌ଧ ହୋଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ହେରୋଦଙ୍କ ଜନ୍ମଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।

Viz kapitola kopírovat

ଓଡିଆ ବାଇବେଲ

6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ହେରୋଦଙ୍କ ଜନ୍ମଦିନରେ ହେରୋଦିଆଙ୍କ କନ୍ୟା ଅତିଥିମାନଙ୍କ ସମ୍ମୁଖରେ ନୃତ୍ୟ କରିଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।

Viz kapitola kopírovat




ମାଥିଉ 14:6

Následuj nás:

Reklamy


Reklamy