Online Bible

- Reklamy -




ମାଥିଉ 14:8 - ପବିତ୍ର ବାଇବଲ

8 ହେରୋଦିଆଙ୍କ ପ୍ରରୋଚନାରେ ଝିଅ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ଆଣି ଏହିଠାରେ ଦିଅନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା, ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

8 ଆଉ, ସେ ଆପଣା ମାଁ'ର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ତା’ ମାଆର ମନ୍ତ୍ରଣା ଅନୁଯାୟୀ ଝିଅଟି କହିଲା, “ଜଳଦୀକ୍ଷାଦାତା ଯୋହନଙ୍କ ମୁଣ୍ଡଟି ଏଇଠି, ଏହିକ୍ଷଣି ଗୋଟିଏ ଥାଳୀରେ ରଖି ମୋତେ ଦିଅନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।

Viz kapitola kopírovat




ମାଥିଉ 14:8

Následuj nás:

Reklamy


Reklamy