ମାଥିଉ 14:9 - ପବିତ୍ର ବାଇବଲ9 ଏହା ଶୁଣି ହେରୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦେବେ। ତା’ ଛଡ଼ା ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ଶପଥ ଶୁଣିଥିଲେ। ତେଣୁ ହେରୋଦ ଝିଅକୁ ଯାହାକିଛି ସେ ମାଗିଥିଲେ ତାହା ଦେବା ପାଇଁ ଆଦେଶ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ଉପବିଷ୍ଟ ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା କଲେ, Viz kapitolaଓଡିଆ ବାଇବେଲ9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)9 ଏହା ଶୁଣି ରାଜା ଦୁଃଖିତ ହେଲେ। କିନ୍ତୁ ସମସ୍ତଙ୍କ ଆଗରେ ପ୍ରତିଜ୍ଞା କରିଥିବାରୁ ଝିଅର ମନୋବାଞ୍ଛା ପୂରଣ କରିବାକୁ ଆଦେଶ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ। Viz kapitola |