ମାଥିଉ 15:12 - ପବିତ୍ର ବାଇବଲ12 ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?” Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ବିଘ୍ନ ପାଇଅଛନ୍ତି, ଆପଣ କଅଣ ଏହା ଜାଣନ୍ତି? Viz kapitolaଓଡିଆ ବାଇବେଲ12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କ'ଣ ଏହା ଜାଣନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)12 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି କହିଲେ, “ଆପଣଙ୍କ କଥା ଶୁଣଇ ଫାରୁଶୀମାନେ ବିରକ୍ତ ହୋଇଛନ୍ତି, ଏହା କ’ଣ ଆପଣ ଜାଣନ୍ତି ନାହିଁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କଅଣ ଏହା ଜାଣନ୍ତି? Viz kapitola |