ମାଥିଉ 15:13 - ପବିତ୍ର ବାଇବଲ13 ଯୀଶୁ କହିଲେ, “ଯେଉଁ ଗ୍ଭରା ମୋର ସ୍ୱର୍ଗୀୟ ପିତା ନିଜେ ଲଗେଇ ନାହାନ୍ତି, ସେଗୁଡ଼ିକୁ ସମୂଳେ ଉପାଡ଼ି ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ସେ ଉତ୍ତର ଦେଲେ, ମୋହର ସ୍ଵର୍ଗସ୍ଥ ପିତା ଯେଉଁସବୁ ବୃକ୍ଷ ରୋପଣ କରି ନାହାନ୍ତି, ସେସବୁ ଉତ୍ପାଟିତ ହେବ। Viz kapitolaଓଡିଆ ବାଇବେଲ13 କିନ୍ତୁ ଯୀଶୁ ଉତ୍ତର ଦେଲେ, ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି, ସେ ସବୁ ଉତ୍ପାଟିତ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)13 ଯୀଶୁ ଉତ୍ତର ଦେଲେ, “ଯେଉଁ ଗଛଗୁଡ଼ିକୁ ମୋ’ ପିତା ଈଶ୍ୱର ରୋପଣ କରି ନାହାନ୍ତି, ସେସବୁ ଉତ୍ପାଟିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାନ୍ତି, ସେ ସବୁ ଉତ୍ପାଟିତ ହେବ। Viz kapitola |