ମାଥିଉ 15:15 - ପବିତ୍ର ବାଇବଲ15 ଏ କଥା ଶୁଣି ପିତର କହିଲେ, “ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝାଇ ଦିଅନ୍ତୁ।’’ Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇ ଦିଅନ୍ତୁ। Viz kapitolaଓଡିଆ ବାଇବେଲ15 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇଦିଅନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)15 ପିତର କହିଲେ, “କଥାଟିକୁ ସ୍ପଷ୍ଟଭାବେ ବୁଝାଇ ଦିଅନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇ ଦିଅନ୍ତୁ। Viz kapitola |