Online Bible

- Reklamy -




ମାଥିଉ 15:18 - ପବିତ୍ର ବାଇବଲ

18 କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 କିନ୍ତୁ ମୁଖରୁ ଯାହାସବୁ ନିର୍ଗତ ହୁଏ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ।

Viz kapitola kopírovat

ଓଡିଆ ବାଇବେଲ

18 କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 କିନ୍ତୁ ଯେଉଁସବୁ ବିଷୟ ତା’ ମୁହଁ ବାଟେ ବାହାରକୁ ଆସେ, ତାହା ତା’ର ହୃଦୟରୁ ଜାତ ହୋଇଥାଏ ଏବଂ ତଦ୍ୱାରା ସେ ଅପବିତ୍ର ହୁଏ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ।

Viz kapitola kopírovat




ମାଥିଉ 15:18

Následuj nás:

Reklamy


Reklamy