ମାଥିଉ 15:19 - ପବିତ୍ର ବାଇବଲ19 କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୌର୍ଯ୍ୟ, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ବାହାରେ; Viz kapitolaଓଡିଆ ବାଇବେଲ19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ; Viz kapitolaପବିତ୍ର ବାଇବଲ (CL) NT (BSI)19 କାରଣ ତା’ ହୃଦୟରୁ ଜାତ ଅସତ୍ ଚିନ୍ତା ଦ୍ୱାରା ସେ ନରହତ୍ୟା, ବ୍ୟଭିଚାର, ଲଣ୍ଠନ, ମିଥ୍ୟା ଓ ପର କୁତ୍ସାରଟନା ପରି ନାନା ପ୍ରକାର ନୀତିହୀନ କାର୍ଯ୍ୟ କରିଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ; Viz kapitola |