Online Bible

- Reklamy -




ମାଥିଉ 15:2 - ପବିତ୍ର ବାଇବଲ

2 “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଲଙ୍ଘନ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହସ୍ତ ପ୍ରକ୍ଷାଳନ କରନ୍ତି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି ? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 “ଆମ ପିତୃପୁରୁଷ ଯେଉଁସବୁ ଶିକ୍ଷା ଦେଇ ଯାଇଛନ୍ତି, ଆପଣଙ୍କ ଶିଷ୍ୟମାନେ କାହିଁକି ସେସବୁ ଲଘଂନ କରୁଛନ୍ତି? ଖାଇବା ପୂର୍ବରୁ ସେମାନେ ବିଧିମତେ ହାତ ଧୋଉ ନାହାନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ।

Viz kapitola kopírovat




ମାଥିଉ 15:2

Následuj nás:

Reklamy


Reklamy