ମାଥିଉ 15:20 - ପବିତ୍ର ବାଇବଲ20 ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହିସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୌତ ହସ୍ତରେ ଭୋଜନ କରିବା ମନୁଷ୍ୟକୁ ଅଶୁଚି କରେ ନାହିଁ। Viz kapitolaଓଡିଆ ବାଇବେଲ20 ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)20 ଏହିସବୁ କାର୍ଯ୍ୟ ମନୁଷ୍ୟକୁ ଅପର୍ବତ୍ର କରେ। କିନ୍ତୁ ସେମାନେ କହିବା ଅନୁଯାୟୀ ହାତ ନ ଥୋଇ ଖାଇଲେ, କେହି ଅପବିତ୍ର ହୋଇଯାଏ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ।” Viz kapitola |