Online Bible

- Reklamy -




ମାଥିଉ 15:22 - ପବିତ୍ର ବାଇବଲ

22 ସେହି ଅଞ୍ଚଳର ଜଣେ କିଣାନୀୟା ସ୍ତ୍ରୀ ଆସି ବଡ଼ ପାଟି କରି କହିଲା, “ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମୋ’ ପ୍ରତି ଦୟା କରନ୍ତୁ। ମୋ’ ଝିଅ ଦେହରେ ଗୋଟିଏ ଭୂତ ପଶି ରହିଛି, ମୋ’ ଝିଅ ଭାରି କଷ୍ଟ ପାଉଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟା ସ୍ତ୍ରୀ ଆସି ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଲାଗିଅଛି।

Viz kapitola kopírovat

ଓଡିଆ ବାଇବେଲ

22 ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ସେଠାରେ ବାସ କରୁଥିବା ଜଣେ କିଣାନୀୟ ସ୍ତ୍ରୀଲୋକ ଯୀଶଉ ଙ୍କ ନିକଟକୁ ଆସି କହିଲା, “ହେ ପ୍ରଭୁ, ଦାଉଦ ବଂଶଜ, ମୋତେ ଦୟା କର। ମୋ’ ଝିଅକୁ ଭୁତ ଥରିଛି ଓ ସେ ବଡ଼ କଷ୍ଟ ଭୋଗିଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।

Viz kapitola kopírovat




ମାଥିଉ 15:22

Následuj nás:

Reklamy


Reklamy