ମାଥିଉ 15:27 - ପବିତ୍ର ବାଇବଲ27 ସେହି ସ୍ତ୍ରୀ କହିଲା, “ହଁ ପ୍ରଭୁ, ଏହା ଠିକ୍ କଥା। କିନ୍ତୁ ସେମାନଙ୍କ ମାଲିକମାନଙ୍କର ଖାଇବା ଟେବୁଲ ଉପରୁ ଖସି ପଡ଼ୁଥିବା ଖାଦ୍ୟ କଣିକାସବୁ କୁକୁରଗୁଡ଼ିକ ଖାଇଥା’ନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ସେ କହିଲା, ହଁ, ପ୍ରଭୁ କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଗୁଣ୍ତିଗୁଣ୍ତା ଖାଆନ୍ତି। Viz kapitolaଓଡିଆ ବାଇବେଲ27 କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)27 ସ୍ତ୍ରୀ ଲୋକଟି ଉତ୍ତର ଦେଲା, “ତାହା ସତ ହ୍ରଭୁ, କିନ୍ତୁ କୁକୁରମାନେ ମଧ୍ୟ ମେଜ ତଳେ ମୁନିବର ଅଇଁଠା ଖାଇବାକୁ ପାହାନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି। Viz kapitola |