Online Bible

- Reklamy -




ମାଥିଉ 15:29 - ପବିତ୍ର ବାଇବଲ

29 ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ।

Viz kapitola kopírovat

ଓଡିଆ ବାଇବେଲ

29 ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ସେଠାରୁ ବାହାରି ଯୀଶୁ ହ୍ରଦ କୂଳେ କୂଳେ ଯାଇ ଗୋଟିଏ ପାହାଡ଼ ଉପରେ ବସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ।

Viz kapitola kopírovat




ମାଥିଉ 15:29

Následuj nás:

Reklamy


Reklamy