Online Bible

- Reklamy -




ମାଥିଉ 15:30 - ପବିତ୍ର ବାଇବଲ

30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି ସେ ସେମାନଙ୍କୁ ସୁସ୍ଥ କଲେ।

Viz kapitola kopírovat

ଓଡିଆ ବାଇବେଲ

30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ବହୁ ସଂଖ୍ୟାରେ ଲୋକମାନେ ଆସି ତାଙ୍କ ନିକଟରେ ଜମା ହେଲେ। ସେମାନେ ପଙ୍ଗୁ, ଅନ୍ଧ, ବିକଳାଙ୍ଗ ଓ ଅନେକ ପୀଡ଼ିତ ଲୋକମାନଙ୍କୁ ଆଣି ଯୀଶୁଙ୍କ ପାଦ ତଳେ ରଖିଲେ ଏବଂ ଯୀଶଉ ସେ ସମସ୍ତଙ୍କୁ ସୁସ୍ଥ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।

Viz kapitola kopírovat




ମାଥିଉ 15:30

Následuj nás:

Reklamy


Reklamy