ମାଥିଉ 15:31 - ପବିତ୍ର ବାଇବଲ31 ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁ ନ ଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହୋଇଛନ୍ତି; ଛୋଟାମାନେ ଗ୍ଭଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସେମାନେ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଗାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏହିରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି ଇସ୍ରାଏଲର ଈଶ୍ଵରଙ୍କ ମହିମା କୀର୍ତ୍ତନ କଲେ। Viz kapitolaଓଡିଆ ବାଇବେଲ31 ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ୱରଙ୍କ ମହିମା କୀର୍ତ୍ତନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)31 ମୂକ କଥା କହିବା, ବିକଳାଙ୍ଗ ସୁସ୍ଥ ହେବା, ପଙ୍ଗୁ ଚାଲିବା ଓ ଅନ୍ଧ ଦୃଷ୍ଟି ଲାଭ କରିବା ଦେଖି ଲୋକେ ବିସ୍ମୟାଭିଭୂତ ହେଲେ ଏବଂ ଇଶ୍ରାୟେଲର ଈଶ୍ୱରଙ୍କୁ ପ୍ରଶଂସା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ। Viz kapitola |