ମାଥିଉ 15:34 - ପବିତ୍ର ବାଇବଲ34 ଯୀଶୁ ପଗ୍ଭରିଲେ, ‘‘ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?” ସେମାନେ କହିଲେ, “ସାତଖଣ୍ଡ ରୋଟୀ ଓ କିଛି ଛୋଟ ମାଛ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି, ପୁଣି ଅଳ୍ପ କେତୋଟି ସାନ ମାଛ। Viz kapitolaଓଡିଆ ବାଇବେଲ34 ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ । Viz kapitolaପବିତ୍ର ବାଇବଲ (CL) NT (BSI)34 ଯୀଶୁ ପଚାରିଲେ, “ତୁମ ପାଖରେ କେତୋଟି ରୋଟୀ ଅଛି?” ସେମାନେ ଉତ୍ତର ଦେଲେ, “ସାତୋଟି ରୋଟୀ ଓ କିଛି ଛୋଟ ମାଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ। Viz kapitola |