ମାଥିଉ 15:36 - ପବିତ୍ର ବାଇବଲ36 ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ୱରଙ୍କୁ ଖାଦ୍ୟ ପାଇଁ ଧନ୍ୟବାଦ ଦେଲେ। ଯୀଶୁ ସେଗୁଡ଼ିକୁ ଛୋଟ ଛୋଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ୟମାନଙ୍କୁ ଦେଲେ। ଶିଷ୍ୟମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ ଯୀଶୁ ସେହି ସାତୋଟି ରୋଟୀ ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ, ସେମାନେ ଲୋକସମୂହକୁ ଦେଲେ। Viz kapitolaଓଡିଆ ବାଇବେଲ36 ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହି ସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)36 ତା’ପରେ ସେ ସେହି ସାତୋଟି ରୋଟୀ ଓ ମାଛ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ସେଗୁଡ଼ିକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ। ଶିଷମାନେ ତାହା ଲୋକମାନଙ୍କ ମଧ୍ୟରେ ବାଣ୍ଟିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ। Viz kapitola |