ମାଥିଉ 15:8 - ପବିତ୍ର ବାଇବଲ8 ଏମାନେ କେବଳ ମୁଖରେ ମୋର ଆଦର କରନ୍ତି, କିନ୍ତୁ ସେମାନଙ୍କ ମନକଥା ମୋ'ଠାରୁ ବହୁତ ଦୂରରେ ରହିଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ। Viz kapitolaଓଡିଆ ବାଇବେଲ8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ । Viz kapitolaପବିତ୍ର ବାଇବଲ (CL) NT (BSI)8 ‘ଈଶ୍ୱର କହୁଛନ୍ତି, ଏହି ଲୋକମାନେ କେବଳ କଥାରେ ମୋତେ ସମ୍ମାନ ଦିଅନ୍ତି, କିନ୍ତୁ ସେମାନଙ୍କ ହୃଦୟ ମୋ’ଠାରୁ ବହୁତ ଦୂରରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ। Viz kapitola |